Pular para o conteúdo
Publicidade

ମାଥିଉ 13:3-9,23

3 ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ "ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା। 4 ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ। 5 ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂମିରେ ପଡ଼ିଲା ଏବଂ ବେଶୀ ମାଟି ନ ଥିବାରୁ ଶୀଘ୍ର ଗଜା ହେଲା, 6 କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା।

7 ଆଉ କେତେକ କଣ୍ଟାଗଛଗୁଡ଼ାକ ମଝିରେ ପଡ଼ିଲା ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା। 8 ମାତ୍ର ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ କେତେକ ଷାଠିଏ ଗୁଣ କେତେକ ତିରିଶ ଗୁଣ। 9 ଯିଏ ଶୁଣିବାକୁ ଇଚ୍ଛା କରୁଅଛି, ସେ ଶୁଣୁ।"

ଦୃଷ୍ଟାନ୍ତର ଉଦ୍ଦେଶ୍ୟ

(ମାର୍କ 4:10-12; ଲୂକ 8:9,10)

23 କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।"

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.