ଖମୀର ଦୃଷ୍ଟାନ୍ତ
33 ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, "ସ୍ୱର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା।"