38 କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ; 39 ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି, କଟାଳିସବୁ ଦୂତମାନେ।