18 କିନ୍ତୁ ମୁଖରୁ ଯାହାସବୁ ବାହାରେ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ। 19 କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;