4 ଈଶ୍ବର ତ କହିଅଛନ୍ତି ‘ପିତାମାତାକୁ ସମାଦର କର,’ ଆଉ ‘ଯେ କେହି ପିତା କି ମାତାକୁ ଅଭିଶାପ ଦିଏ ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’