25 କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ।