Pular para o conteúdo
Publicidade

ମାଥିଉ 18:1-5,10

ସବୁଠାରୁ ଶ୍ରେଷ୍ଠ ସବୁଠାରୁ ନମ୍ର

1 ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ? 2 ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ, 3 "ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।

4 ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ। 5 ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ;

ବିଶ୍ୱାସରେ ବିଘ୍ନକାରୀର ଦଣ୍ଡ

(ମାର୍କ 9:42-48; ଲୂକ 17:1,2)

10 ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.