ପାପ କରିଥିବା ଭାଇ ସମ୍ବନ୍ଧରେ
15 ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ।