କ୍ଷମା ନ ଦେବା ଦାସର ଦୃଷ୍ଟାନ୍ତ
21 ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି? 22 କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାଙ୍କୁ କହିଲେ, "ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ,