ବିଶ୍ୱାସରେ ବିଘ୍ନକାରୀର ଦଣ୍ଡ
6 କିନ୍ତୁ ଯେ କେହି ମୋʼଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।