9 ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ରହିଗଲା। 10 ସେମାନେ ତାରା ଦେଖି ମହାନନ୍ଦରେ ଅତିଶୟ ଆନନ୍ଦିତ ହେଲେ,