9 ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ,
ହୋଶାନ୍ନା ଦାଉଦଙ୍କ ସନ୍ତାନ!
ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ!
ଊର୍ଦ୍ଧ୍ୱଲୋକରେ ହୋଶାନ୍ନା।
9 ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ,
ହୋଶାନ୍ନା ଦାଉଦଙ୍କ ସନ୍ତାନ!
ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ!
ଊର୍ଦ୍ଧ୍ୱଲୋକରେ ହୋଶାନ୍ନା।