24 ହେ ଗୁରୁ, ମୋଶା କହିଅଛନ୍ତି ଯେ, ଯଦି କେହି ନିଃସନ୍ତାନ ହୋଇ ମରେ, ତେବେ ତାହାର ଭାଇ ତାହାର ଭାର୍ଯ୍ୟାକୁ ବିବାହ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ। 30 କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ, କିମ୍ବା ବିବାହିତ ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି।