37 ସେ ତାହାଙ୍କୁ କହିଲେ, "‘ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ବରଙ୍କୁ ପ୍ରେମ କର।’ 38 ଏହା ହିଁ ଶ୍ରେଷ୍ଠ ଓ ପ୍ରଥମ ଆଜ୍ଞା। 39 ଦ୍ୱିତୀୟଟି ଏହାର ସଦୃଶ, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’