11 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ଶ୍ରେଷ୍ଠ, ସେ ତୁମ୍ଭମାନଙ୍କର ସେବକ ହେବ। 12 ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ କେହି ଆପଣାକୁ ନତ କରେ ତାହାକୁ ଉନ୍ନତ କରାଯିବ।"