8 କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ। 9 ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି।