21 କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ। 22 ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ।
Publicidade

+581 estão orando agora.
Junte-se à corrente de oração.