ଅନ୍ତିମ ବିଚାର
31 "ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ, 32 ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି, 33 ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ୱରେ ଓ ଛାଗମାନଙ୍କୁ ବାମ ପାର୍ଶ୍ୱରେ ରଖିବେ।