ଯୀଶୁଙ୍କୁ ଧରାଇ ଦେବା ପାଇଁ ଯିହୂଦାର ସମ୍ମତି
14 ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ପ୍ରଧାନ ଯାଜକମାନଙ୍କ ପାଖକୁ ଯାଇ କହିଲା, 15 ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟ-ମୁଦ୍ରା ତୌଲି କରିଦେଲେ।

+581 estão orando agora.
Junte-se à corrente de oração.