ପିତରଙ୍କ ଅସ୍ୱୀକାରର ପୂର୍ବ ସୂଚନା
31 ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, "ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋʼଠାରେ ବିଘ୍ନ ପାଇବ, କାରଣ ଲେଖାଅଛି,
ଆମ୍ଭେ ମେଷପାଳକକୁ ପ୍ରହାର କରିବା,
ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।
31 ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, "ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋʼଠାରେ ବିଘ୍ନ ପାଇବ, କାରଣ ଲେଖାଅଛି,
ଆମ୍ଭେ ମେଷପାଳକକୁ ପ୍ରହାର କରିବା,
ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।
+581 estão orando agora.
Junte-se à corrente de oração.