Publicidade

Mateus 27

28 ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ ଲୋହିତବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ, 29 ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାନୁ ପାତି ଏହା କହି ତାହାଙ୍କୁ ପରିହାସ କଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-22_10-02-25-