63 ମହାଶୟ, ଆମ୍ଭମାନଙ୍କର ମନେ ପଡ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି। 64 ଅତଏବ, ତୃତୀୟ ଦିବସ ପର୍ଯ୍ୟନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନୋହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରି କରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ।
Publicidade