65 ପୀଲାତ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ପ୍ରହରୀ-ଦଳ ଅଛି, ତୁମ୍ଭେମାନେ ଯାଇ ଯଥାସାଧ୍ୟ ତାହା ସୁରକ୍ଷା କର। 66 ତେଣୁ ସେମାନେ ଯାଇ ପ୍ରହରୀ-ଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ।