19 ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।"