ବାପ୍ତିଜକ ଯୋହନଙ୍କ ପ୍ରଚାର
1 ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦିୟା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ, 2 "ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।"

+581 estão orando agora.
Junte-se à corrente de oração.