ଯୀଶୁ ପରୀକ୍ଷାର ସମ୍ମୁଖୀନ
1 ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ, 2 ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ।