4 କିନ୍ତୁ ଯୀଶୁ ଉତ୍ତର ଦେଲେ, "ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ବରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ।’"
7 ଯୀଶୁ ତାହାଙ୍କୁ କହିଲେ,
"ଆହୁରି ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କରିବ ନାହିଁ।’"
10 ତହିଁରେ ଯୀଶୁ ତାହାକୁ କହିଲେ,
"ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’"