ଲବଣ ଓ ଆଲୋକ
13 ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ। 14 ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ;