18 କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ।