19 ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ।
Publicidade