23 ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ, 24 ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସାଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର।
Publicidade