ବ୍ୟଭିଚାର
27 ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ବ୍ୟଭିଚାର କର ନାହିଁ।’ 28 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମ-ଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି।