ଶତ୍ରୁ ପ୍ରତି ପ୍ରେମ
43 ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ତୁମ୍ଭର ପ୍ରତିବାସୀକୁ ପ୍ରେମ କର ଓ ତୁମ୍ଭର ଶତ୍ରୁକୁ ଘୃଣା କର।’ 44 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,