Publicidade

Mateus 6

14 କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ; 15 କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-22_10-02-25-