3 କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ, 4 ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
Publicidade