Pular para o conteúdo
Publicidade

ମାଥିଉ 6:5,6

5 ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। 6 କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର ଦ୍ୱାର ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.