ଅନ୍ୟର ବିଚାର ନ କରିବା
1 ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ। 2 କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।