13 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ। 14 ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।
Publicidade