Pular para o conteúdo
Publicidade

ମାଥିଉ 7:2-4

2 କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ। 3 ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ? 4 ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି!

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.