Pular para o conteúdo
Publicidade

ମାଥିଉ 7:24-27

24 ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ। 25 ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା। 26 ଆଉ ଯେ କେହି ମୋହର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୂର୍ଖ ଲୋକ ଭଳି ହେବ। 27 ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା।"

ଯୀଶୁଙ୍କର ଅଧିକାର

(ମାଥିଉ 13:54; 22:33; ଲୂକ 4:22,32; ମାର୍କ 6:2)

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.