ଅନେକଙ୍କ ସୁସ୍ଥତା
14 ପରେ ଯୀଶୁ ପିତରଙ୍କ ଘରକୁ ଆସି ତାହାଙ୍କ ଶାଶୁଙ୍କୁ ଜ୍ୱରରେ ଶଯ୍ୟାଗତା ଥିବା ଦେଖିଲେ; 15 ସେଥିରେ ସେ ତାହାଙ୍କର ହସ୍ତ ସ୍ପର୍ଶ କଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ଉଠି ତାହାଙ୍କର ସେବା କରିବାକୁ ଲାଗିଲେ।