ମୂକକୁ ବାକ୍ଶକ୍ତି ପ୍ରଦାନ
32 ସେମାନେ ବାହାରିଯାଉଥିବା ସମୟରେ, ଦେଖ, ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ। 33 ପୁଣି, ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା। ସେଥିରେ ଲୋକ ସମୂହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ।

+581 estão orando agora.
Junte-se à corrente de oração.