Pular para o conteúdo
Publicidade

ନାହୂମ 3:8-10

8 ଯେଉଁ ନଦୀଗଣ ମଧ୍ୟରେ ଅବସ୍ଥିତା ଓ ଚତୁର୍ଦ୍ଦିଗରେ ଜଳବେଷ୍ଟିତା ଥିଲା; ସମୁଦ୍ର ଯାହାର ଗଡ଼ର ଖାଇ ଓ ପ୍ରାଚୀର ଥିଲା, ଏପରି ନୋ-ଆମୋନଠାରୁ3:8 ନୋ-ଆମୋନଠାରୁ ଅର୍ଥାତ୍‍ ମିସର ଦେଶର ରାଜଧାନୀ ତୁମ୍ଭେ କି ଶ୍ରେଷ୍ଠ? 9 କୂଶ ଓ ମିସର ତାହାର ବଳ ସ୍ୱରୂପ ଥିଲେ ଓ ତାହା ଅସୀମ ଥିଲା; ପୂଟ୍‍ ଓ ଲୂବୀୟମାନେ ତାହାର ସହକାରୀ ଥିଲେ।

10 ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ୱ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ଡରେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ଆଉ ତାହାର ବଡ଼ ଲୋକ ସମସ୍ତେ ଶିକୁଳିରେ ବନ୍ଧା ହେଲେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.

Naum
Ver todos os capítulos de Naum