Pular para o conteúdo
Publicidade

ନିହିମୀୟା 1:11

11 ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।"

ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.