14 ତହୁଁ ମୁଁ ଦୃଷ୍ଟିପାତ କଲି ଓ ଉଠି କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲି; "ତୁମ୍ଭେମାନେ ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; ପ୍ରଭୁଙ୍କୁ ସ୍ମରଣ କର, ସେ ମହାନ ଓ ଭୟଙ୍କର ଅଟନ୍ତି, ଆଉ ତୁମ୍ଭେମାନେ ଆପଣା ଆପଣା ଭ୍ରାତୃଗଣ, ପୁତ୍ର ଓ କନ୍ୟାଗଣ, ଆପଣା ଆପଣା ଭାର୍ଯ୍ୟାଗଣ ଓ ଗୃହ ନିମନ୍ତେ ଯୁଦ୍ଧ କର।"
Publicidade