23 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।"