6 ତେବେ ସେ କହିଲେ, "ଆମ୍ଭର ବାକ୍ୟ ଶୁଣ;
ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ,
ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା,
ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।