Pular para o conteúdo
Publicidade

ଗଣନା ପୁସ୍ତକ 14:2,4

2 ପୁଣି, ଇସ୍ରାଏଲ-ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, "ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥାʼନ୍ତୁ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥାʼନ୍ତୁ! 4 ଏଥିରେ ସେମାନେ ପରସ୍ପରକୁ କହିଲେ, "ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରିଯାଉ।"

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.