Pular para o conteúdo
Publicidade

ଗଣନା ପୁସ୍ତକ 16:46-48

46 ତହୁଁ ମୋଶା ହାରୋଣଙ୍କୁ କହିଲେ, "ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।" 47 ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେହି ସମୟରେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ। 48 ପୁଣି, ସେ ମୃତ ଓ ଜୀବିତ ଲୋକମାନଙ୍କ ମଧ୍ୟରେ ଠିଆ ହେଲେ ତହିଁରେ ମହାମାରୀ ନିବୃତ୍ତ ହେଲା।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.