59 ସେହି କହାତର ପୁତ୍ର ଅମ୍ରାମ୍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା। ସେ ଅମ୍ରମର ଔରସରେ ହାରୋଣ, ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା।